ଓଡ଼ିଆ ବର୍ଣ୍ଣମାଳାର ପ୍ରଥମ ଅକ୍ଷର । ଏହା ଏକ ସ୍ଵର ବର୍ଣ୍ଣ । ଏହି ବର୍ଣ୍ଣର ସ୍ଵତନ୍ତ୍ର ଚିହ୍ନ ବା ମାତ୍ରା ନାହିଁ । ଏହାକୁ ବାକି ବ୍ୟଞ୍ଜନ ବର୍ଣ୍ଣ ସହିତ ଯୁକ୍ତ କରି ଉଚ୍ଚାରଣ ଓ ବର୍ଣ୍ଣପରିଣୟ କରାଯାଇଥାଏ । ଏହାର ଉଚ୍ଚାରଣର ସ୍ଥାନ କଣ୍ଠ[]

ଓଡ଼ିଆ ବର୍ଣ୍ଣମାଳା
ଓଡ଼ିଆ ସ୍ଵର ବର୍ଣ୍ଣ
‌‌
ଓଡ଼ିଆ ବ୍ୟଞ୍ଜନ ବର୍ଣ୍ଣ
କ୍ଷ
ଓଡ଼ିଆ ସଂଖ୍ୟା

ଇତିହାସ ଓ ପୁରାଣ

ସମ୍ପାଦନା

ଆଗକାଳରେ ଅବଧାନମାନେ ପିଲାଙ୍କୁ ଏହି ଅକ୍ଷର ମଡ଼ାଇଲାବେଳେ 'ସ୍ଵରେ ଅ' ବୋଲି ଡାକନ୍ତି । ଏହା ଓଁ ବା ପ୍ରଣବର ଅଂଶବିଶେଷ ବୋଲି ଶାସ୍ତ୍ରରେ କଥିତ । ଅ+ଉ+ମ୍ ମିଶି ଓଁ ହୋଇଅଛି ।[]