ଗମ୍ହାହକରା

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

  • (file)
  • (file)

ପ୍ରାଦେଶିକ - (ପୁରୀ) ବିଶେଷ୍ୟ - ସମ୍ପାଦନା

ପୁରୀଜିଲ୍ଲାର ଶାସନମାନଙ୍କରେ ଗହ୍ମାପୂର୍ଣ୍ଣମୀ ଦିନ ଗହ୍ମାବେଦୀଠାରେ ହୋଇଥିବା ଭୋଗରୁ (ଯାହା କି ମହାଜନଙ୍କ ମଧ୍ୟରେ ନିର୍ଦ୍ଦିଷ୍ଟ ଭାଗ ଅନୁସାରେ ବଣ୍ଟାଯାଏ) ପ୍ରତ୍ୟେକ ମହାଜନଙ୍କ ଭାଗ — Share of every proprietor-villager out of the common offering made at the Gamhābedī.