ଚାଳିଶି ଘରିଆ

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

  • (file)

ପ୍ରାଦେଶିକ - (ବାଲେଶ୍ୱର) ବିଶେଷ୍ୟ - ସମ୍ପାଦନା

ଏକ ଶ୍ରେଣୀର ଗଉଡ଼; ଗୋପପୁରିଆ ଗଉଡ଼ — A sect of cowherds.

[ ଦ୍ର—ଏମାନେ ପାଲିଙ୍କି, ସବାରି ଆଦି ବୁହନ୍ତି ନାହିଁ; କେବଳ ଗୋରୁ ଜଗନ୍ତି ]