ଛଇ ଦେବା

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ଅନୁବାଦ ସମ୍ପାଦନା

(ଛଇମାରିବା—ଅନ୍ୟରୂପ)

ଦେଶଜ - କ୍ରିୟାପଦ - ସମ୍ପାଦନା

୧. (ସଂସ୍କୃତ - ସଜ୍ଜିତ) ଗଦା ଗଦା କରି ସୁସଜ୍ଜିତ କରିବା; ଗାଦି ମାରିବା —୧. To arrange in rows or heaps (e.g. straw; bricks).
୨. (ସଂସ୍କୃତ - ଛଦ୍ ଧାତୁ)—ଚାରିଆଡ଼େ ଘୋଡ଼ାଇ ପକାଇବା; ଛାଇବା —୨. To cover the whole surface.