ଛଣଗୁଣ୍ଡ

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

(ଛଣଗୁଣ୍ଡି—ଅନ୍ୟରୂପ)

  • (file)
  • (file)

ଦେଶଜ - ବିଶେଷ୍ୟ - ସମ୍ପାଦନା

ଘରଚାଳରୁ ଓଲରା ହୋଇଥିବା ଛଣର କ୍ଷୁଦ୍ର କ୍ଷୁଦ୍ର ଖଣ୍ଡ —Small pieces of straw which drop from the main body of straw while being handled.