ଜଙ୍ଗଲ
ଜଙ୍ଗଲ
ଓଡ଼ିଆ ସମ୍ପାଦନା
ଉଚ୍ଚାରଣ ସମ୍ପାଦନା
ଧ୍ୱନି (ମାନକ ଓଡ଼ିଆ) (file)
ଅନୁବାଦ ସମ୍ପାଦନା
(ଜଗଂଲ—ଅନ୍ୟରୂପ)
ଦେଶଜ - ବିଶେଷ୍ୟ - ସମ୍ପାଦନା
- ୧. ନିବିଡ଼ି ଅରଣ୍ୟ — ୧. Dense forest.
- ୨. ଅରମା; ଯେଉଁ ସ୍ଥାନରେ ଲତା ଗୁଳ୍ମାଦି ବଢ଼ିଥାଏ — ୨. A place overgrown with wild plants and creepers.
[ ଦ୍ର—ସସ୍କୃସତ ଭାଷାରେ ଜଙ୍ଗଲ ଶବ୍ଦର ଅର୍ଥର 'ବନ' ବା 'ଅରଣ୍ୟ' ମାତ୍ର ଓଡ଼ିଆ ଭାଷାରେ 'ନିବିଡ଼ବନ' ଅର୍ଥରେ ଓ 'ଅରମା ସ୍ଥାନ' ଅର୍ଥରେ ଏହି ଶଦ୍ଦ ପ୍ରଯୁକ୍ତ ହୁଏ]