ଜରିଆ

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

  • (file)

ଅନୁବାଦ ସମ୍ପାଦନା

ବୈଦେଶିକ - ଅ (ଫାରାସୀ - ଜରିଏ) ସମ୍ପାଦନା

ଦ୍ୱାରା; ବାଟେ — Through; by; by way of.

(ଯଥା—ଲାଟସାହେବଙ୍କ ନିକଟକୁ କୌଣସି ଆବେଦନ ପତ୍ର ପଠାଇବାକୁ ହେଲେ ତାହା ସ୍ଥାନୀୟ ହାକିମମାନଙ୍କ ଜରିଆରେ ପଠାଇବାକୁ ହୁଏ)

ଅନୁବାଦ ସମ୍ପାଦନା

ଦେଶଜ - ବିଶେଷଣ - ସମ୍ପାଦନା

ଜରିଦାର୍; ଜରିଯୁକ୍ତ —Furnished with golden lace; interwoven with lace.