ଜରିଆ
ଜରିଆ
ଉଚ୍ଚାରଣ
ସମ୍ପାଦନାଧ୍ୱନି (ମାନକ ଓଡ଼ିଆ) (file)
ଅନୁବାଦ
ସମ୍ପାଦନାବୈଦେଶିକ - ଅ (ଫାରାସୀ - ଜରିଏ)
ସମ୍ପାଦନାଦ୍ୱାରା; ବାଟେ — Through; by; by way of.
(ଯଥା—ଲାଟସାହେବଙ୍କ ନିକଟକୁ କୌଣସି ଆବେଦନ ପତ୍ର ପଠାଇବାକୁ ହେଲେ ତାହା ସ୍ଥାନୀୟ ହାକିମମାନଙ୍କ ଜରିଆରେ ପଠାଇବାକୁ ହୁଏ)
ଅନୁବାଦ
ସମ୍ପାଦନାଦେଶଜ - ବିଶେଷଣ -
ସମ୍ପାଦନାଜରିଦାର୍; ଜରିଯୁକ୍ତ —Furnished with golden lace; interwoven with lace.