ଜାଚାଇ

ଉଚ୍ଚାରଣ

ସମ୍ପାଦନା

ଅନୁବାଦ

ସମ୍ପାଦନା

ବୈଦେଶିକ - ବିଶେଷ୍ୟ - (ସଂସ୍କୃତ - ଯାଚନ)

ସମ୍ପାଦନା
୧. କୌଣସି ପଣ୍ୟ ଦ୍ରବ୍ୟକୁ ପରୀକ୍ଷା କରି ତହିଁର ପ୍ରକୃତ ମୂଲ୍ୟ ଓ ଯୋଗ୍ୟତା ସ୍ଥିର କରିବା — ୧. Appraisment; examination; testing the purity and value of a thing.
୨. ପରଖ; ପରୀକ୍ଷା —୨. Test.