ଜ୍ଞାନୋଦୟ

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ସଂସ୍କୃତ - ବିଶେଷ୍ୟ - (୬ଷ୍ଠୀ ତତ୍; ଜ୍ଞାନ+ଉଦୟ) ସମ୍ପାଦନା

୧. ମନୁଷ୍ୟ ମନରେ ଜ୍ଞାନ ବା ବୋଧରୂପ ସୂର୍ଯ୍ୟଙ୍କର ଆବିର୍ଭାବ —୧. The rise or dawn of knowledge in the human mind.


୨. ମନୁଷ୍ୟ ଜନ୍ମ ହେବା ପରେ ସର୍ବପ୍ରଥମେ ନିଜର ଜଗତରେ ଅସ୍ତିତ୍ୱ ବିଷୟର ଉପଲବ୍ଧି —୨. One's first consciousness of one's existence in the world as a responsible being.