ଝଣତା

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ଦେଶଜ - ବିଶେଷଣ - ସମ୍ପାଦନା

ଧଣତା; ବିସ୍ୱାଦ — Unsavoury; unseasoned.

[ଦ୍ରଷ୍ଟବ୍ୟ —ତବତ ଭାତ ଗରମ ଥାଉଁ ଥାଉଁ ତହିଁରେ ପାଣି ମିଶାଇ ଦେଲେ ଯେଉଁ ପଖାଳ ହୁଏ, ତାହାକୁ ଝଣତା ପଖାଳ କହନ୍ତି; ତାହା ବିସ୍ୱାଦ ଲାଗେ]