ଝାନ୍ସି
ଝାନ୍ସି
ଉଚ୍ଚାରଣ
ସମ୍ପାଦନାଅନୁବାଦ
ସମ୍ପାଦନାଦେଶଜ - ବିଶେଷ୍ୟ - (ନାମ)
ସମ୍ପାଦନାରାଜପୁତାନା ଅନ୍ତର୍ଗତ ଗୋଟିଏ ବଡ଼ ସହର —Jhānsi; a town in Rājaputanā
[ଦ୍ରଷ୍ଟବ୍ୟ —ଅରଛା ରାଜ୍ୟର ରାଜା ବୀରସିଂହଙ୍କଦ୍ୱାରା ଏଠାରେ ଏକ ପ୍ରସିଦ୍ଧ ଦୁର୍ଗ ନିର୍ମିତ ହୋଇଥିଲା ଝାନ୍ସି ରାଣୀ ଲକ୍ଷ୍ମୀବାଈ ଉକ୍ତ ଦୁର୍ଗ ରକ୍ଷା ପାଇଁ ଇଂରେଜଙ୍କ ସହିତ ଘୋର ଯୁଦ୍ଧ କରିଥିବା ବିଷୟ ଇତିହାସ ପ୍ରସିଦ୍ଧ—ମଦନମୋହନ. ତୀର୍ଥଦର୍ଶକ. ୪ର୍ଥ ]