ଟାଇଟଲ୍ ପରୀକ୍ଷା

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ଅନୁବାଦ ସମ୍ପାଦନା

ଦେଶଜ - ବିଶେଷ୍ୟ - ସମ୍ପାଦନା

୧. ଯେଉଁ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଛାତ୍ର କର୍ତ୍ତୃପକ୍ଷଙ୍କଠାରୁ ଉପାଧି ପାଏ — ୧. Title-examination.
୨. ସଂସ୍କୃତ ଟୋଲରୁ ଉତ୍ତୀର୍ଣ୍ଣ ହୋଇ କାବ୍ୟତୀର୍ଥ, ସାଂଖ୍ୟତୀର୍ଥ, ବେଦାନ୍ତତୀର୍ଥ ଆଦି ଉପାଧି ଯେଉଁ ପରୀ— କ୍ଷାରେ ମିଳେ — ୨. Title-examination of Sanscit schools.