ଡାକ ମାରିବା

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ଅନୁବାଦ ସମ୍ପାଦନା

ଦେଶଜ - କ୍ରି. ସମ୍ପାଦନା

ଉଚ୍ଚୈଃସ୍ୱରରେ ଚିତ୍କାର କରିବା; ଡାକିବା — To call out; to halloo; to shout.



ଡାକ ମାରିବା

ଓଡ଼ିଆ ସମ୍ପାଦନା

ଦେଶଜ - କ୍ରିୟାପଦ - ସମ୍ପାଦନା

୧. ଡାକ ଛାଡ଼ିବା; ଉଚ୍ଚୈଃସ୍ୱରରେ ଚିତ୍କାର କରିବା
୨. ଦୂରସ୍ଥ ବ୍ୟକ୍ତିକୁ ଉଚ୍ଚୈଃସ୍ୱରରେ ଡାକିବା