ଲଏକତୀ

ଓଡ଼ିଆ ସମ୍ପାଦନା

ଉଚ୍ଚାରଣ ସମ୍ପାଦନା

ଅନୁବାଦ ସମ୍ପାଦନା

ଦେଶଜ - ବିଶେଷ୍ୟ - ସମ୍ପାଦନା

୧. ଯୋଗ୍ୟତା —୧. Fitness; competence.
୨: ଉତ୍କୃର୍ଷ — ୨. Excellence.

[ଉ—ଲାଏକତୀ ହେତୁରୁ ବାର ବରଷ ହେଲା ଏକ କଲମରେ କେନ୍ଦ୍ରାପଡା ଥାନାରେ ଅଛନ୍ତି ଫକୀରମୋହନ. ଛମାଣ ଆଠଗୁଣ୍ଠ]